www.samajalive.in
Saturday, December 6, 2025
16.1 C
Bhubaneswar

କେଜ୍ରିଓ୍ଵାଲଙ୍କୁ ଗିରଫ କରିବାକୁ ଚେଷ୍ଟା କରୁଛି ବିଜେପି: ଆତିଶୀ

ଡେସ୍କ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ତୀବ୍ର ବିରୋଧ ସତ୍ତ୍ୱେ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଅନ୍ତରୀଣ ରିଲିଫ୍ ଆବେଦନ ଖାରଜ ନ କରିବା ସେମାନଙ୍କ ପାଇଁ ଏକ ବଡ଼ ବିଜୟ ବୋଲି ଆପର ବରିଷ୍ଠ ନେତା ତଥା ଦିଲ୍ଲୀ ମନ୍ତ୍ରୀ ଆତିଶୀ ଗୁରୁବାର କହିଛନ୍ତି।

କୋଲକାତା କୋଠା ଭୁଶୁଡିବା ଘଟଣା: ବିସ୍ଥାପିତଙ୍କୁ ଥଇଥାନ କର – ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

- Advertisement -

ଇଡିର ଜବରଦସ୍ତ କାର୍ଯ୍ୟାନୁଷ୍ଠାନ ବିରୋଧରେ କେଜ୍ରିୱାଲଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟ ମନା କରିବା ଘଟଣାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯିବ କି ବୋଲି ପଚରାଯିବାରୁ ଆଇନଗତ ବିକଳ୍ପ ଉପରେ ବିଚାର କରାଯିବ ବୋଲି ସେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।

କେନ୍ଦ୍ରକୁ ଝଟକା – ପିଆଇବି ଫ୍ୟାକ୍ଟ ଚେକ୍ ୟୁନିଟ୍ ପ୍ରତିଷ୍ଠା ବିଜ୍ଞପ୍ତି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ଆତିଶୀ ଅଭିଯୋଗ କରିଛନ୍ତି ଯେ ବିଜେପି କେଜ୍ରିୱାଲଙ୍କୁ ଲୋକସଭା ନିର୍ବାଚନ ପ୍ରଚାରରୁ ରୋକିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ବ୍ୟବହାର କରି ତାଙ୍କୁ ଗିରଫ କରିବାକୁ ଚାହୁଁଥିଲା।

ଆଇପିଏଲରେ ନଜର ଆସିବେ ଏହି ବଲିଉଡ ତାରକା, ଉଦଘାଟନୀ ସମାରୋହରେ ଦେଖାଇବେ ଧମାକା

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories