କେଜ୍ରିଓ୍ଵାଲଙ୍କୁ ଗିରଫ କରିବାକୁ ଚେଷ୍ଟା କରୁଛି ବିଜେପି: ଆତିଶୀ

ଡେସ୍କ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ତୀବ୍ର ବିରୋଧ ସତ୍ତ୍ୱେ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଅନ୍ତରୀଣ ରିଲିଫ୍ ଆବେଦନ ଖାରଜ ନ କରିବା ସେମାନଙ୍କ ପାଇଁ ଏକ ବଡ଼ ବିଜୟ ବୋଲି ଆପର ବରିଷ୍ଠ ନେତା ତଥା ଦିଲ୍ଲୀ ମନ୍ତ୍ରୀ ଆତିଶୀ ଗୁରୁବାର କହିଛନ୍ତି। କୋଲକାତା କୋଠା ଭୁଶୁଡିବା ଘଟଣା: ବିସ୍ଥାପିତଙ୍କୁ ଥଇଥାନ କର – ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଇଡିର ଜବରଦସ୍ତ କାର୍ଯ୍ୟାନୁଷ୍ଠାନ ବିରୋଧରେ କେଜ୍ରିୱାଲଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟ ମନା କରିବା ଘଟଣାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ … Continue reading କେଜ୍ରିଓ୍ଵାଲଙ୍କୁ ଗିରଫ କରିବାକୁ ଚେଷ୍ଟା କରୁଛି ବିଜେପି: ଆତିଶୀ