www.samajalive.in
Wednesday, December 10, 2025
16.1 C
Bhubaneswar

ଦିଲ୍ଲୀରୁ କେଜ୍ରିଓ୍ବାଲ, କାଲକାଜିରୁ ଲଢ଼ିବେ ଅତିସୀ

ସମାଜ ଡିଜିଟାଲ ଡେସ୍କ: ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଆମ ଆଦମୀ ପାର୍ଟି। ଏହି ପର୍ଯ୍ୟାୟରେ ମୋଟ ୩୮ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ୭୦ ବିଧାନସଭା ଆସନ ପକ୍ଷରୁ ପୂର୍ବରୁ ୩୨ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିଲା।

ଶେଷ ପର୍ଯ୍ୟାୟ ତାଲିକା ଅନୁସାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିସୀ କାଲକାଜି ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ। ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ଅରବିନ୍ଦ କେଜ୍ରିଓ୍ବାଲ ଦିଲ୍ଲୀ ବିଧାନସଭା କ୍ଷେତ୍ରରୁ ଲଢ଼ିବେ। ଏହାବ୍ୟତୀତ ପରିବେଶ ମନ୍ତ୍ରୀ ଗୋପାଳ ରାଏ ପୂର୍ବପରି ବାବରପୁରରୁ ପ୍ରତିଦ୍ଵନ୍ଦ୍ଵିତା କରିବେ। ସେହିପରି ସ୍ଵାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ଵାଜ ଗ୍ରେଟର କୈଳାସ ନିର୍ବାଚନମଣ୍ଡଳୀ, ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦର ଜୈନ ଶାକୁର ବସ୍ତିରୁ ପ୍ରାର୍ଥୀ ହୋଇଥିବାବେଳେ ମାଲବୀୟନଗରରୁ ସୋମନାଥ ଭାରତୀ ନିର୍ବାଚନ ମଇଦାନକୁ ଓହ୍ଲାଇବେ।

Hot this week

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

Related Articles

Popular Categories