ଆସିକା : ଗଞ୍ଜାମ ଜିଲା ଆସିକାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟରେ ବିଷ ପିଇ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଧରାକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ନେଇ ସୂଚନା ମିଳିଛି। ତେବେ ସେ କେଉଁ କାରଣରୁ ବିଷ ପିଇଛନ୍ତି ତାହା ଏଯାଏଁ ଅସ୍ପଷ୍ଟ ରହିଛି।
Popular Categories



