www.samajalive.in
Tuesday, December 9, 2025
16.1 C
Bhubaneswar

ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ନାବାଳିକା ଛାତ୍ରୀ

ଆସିକା : ନିଜକୁ ଜାଳିଦେଲେ ନାବାଳିକା ଛାତ୍ରୀ। ସେ କଲେଜରେ ପାଠ ପଢୁଥିଲେ ବୋଲି ଜଣାପଡିଛି। ଭେଟନଇ ଗାଁରେ ପେଟ୍ରୋଲ ଢାଳି ହୋଇ ନିଜକୁ ନିଜେ ନିଆଁ ଲଗାଇ ଦେଲେ। ଏହାପରେ ସେ ଘଟଣା ସ୍ଥଳରେ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଏପରି କରିବାର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଛାନ୍‌‌ଭିନ୍‌‌ ଆରମ୍ଭ କରିଛି।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories