www.samajalive.in
Saturday, December 6, 2025
15.1 C
Bhubaneswar

ଦନ୍ତାହାତୀର ଗଳିତ ମୃତଦେହ ଠାବ

ଆଠଗଡ : ଜଙ୍ଗଲରୁ ଏକ ଦନ୍ତାହାତୀର ଗଳିତ ମୃତଦେହ ଗୁରୁବାର ଠାବ ହୋଇଛି। ଆଠଗଡ ତିଗିରିଆ ବିଟ୍‌‌ ଅଂଶୁପା ରାସ୍ତା ପେଟ୍ରୋଲପମ୍ପ ନିକଟ ଜଙ୍ଗଲରୁ ହାତୀର ମୃତଦେହ ଠାବ ହୋଇଛି। ହାତୀ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ଜଣାପଡିଛି। ୨ କିମ୍ବା ୩ ଦିନ ତଳୁ ହାତୀର ମୃତ୍ୟୁ ହୋଇଥିବା ନେଇ ସନ୍ଦେହ କରାଯାଉଛି। ହାତୀର ମୃତଦେହ ଠାରୁ କିଛି ଦୂରରେ ଏକ ବାର୍‌‌ହାର ମୃତଦେହ ପଡିରହିଛି। ବନ ବିଭାଗ ଘଟଣାର ତଦନ୍ତ କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories