www.samajalive.in
Saturday, December 6, 2025
26.1 C
Bhubaneswar

ଆଠଗଡ ବିଦ୍ୟାଳୟରେ ବଜ୍ରପାତ, ବର୍ତ୍ତିଗଲେ ଛାତ୍ରଛାତ୍ରୀ, ପାଚିକା ଗୁରୁତର

ଆଠଗଡ : ବିଦ୍ୟାଳୟରେ ବଜ୍ରପାତ। ଏଭଳି ଅଘଟଣ ମଙ୍ଗଳବାର ଆଠଗଡ ବ୍ଲକ ତୋଟାପଡା ଉପ୍ରା ସ୍କୁଲରେ ଘଟିଛି। ବଜ୍ରପାତରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଛାତ୍ରଛାତ୍ରୀ। କ୍ଲାସ ଚାଲିଥିବା ସମୟରେ ବଜ୍ରପାତ ହୋଇଥିବା ସୂଚନା ମିଳିଛି । ଏଥିରେ ପିଲାମାନେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ପାଚିକା ଗୁରୁତର ହୋଇଛନ୍ତି । ତାଙ୍କୁ ଉଦ୍ଧାର କରି ଆଠଗଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିଦ୍ୟାଳୟର ପ୍ରଥମ ଓ ୨ୟ ଶ୍ରେଣୀ ଗୃହରେ ବଜ୍ରପାତ ହୋଇଛି । ବଜ୍ରପାତରେ ଟିଭି, ଫ୍ୟାନ୍‌, ଅନେକ ବୈଦ୍ୟୁତିକ ଉପକରଣ ନଷ୍ଟ ହୋଇଛି । ଏହାସହ ସ୍କୁଲଗୃହ କାନ୍ଥ ମଧ୍ୟ ଫାଟିଛି।

ଏୟାରଟେଲ୍‌ ଆଣିଲା ୩ଟି ନୂଆ ଜବରଦସ୍ତ ପ୍ଲାନ; ମାତ୍ର ୭ଟଙ୍କାରେ ମିିଳିବ..

- Advertisement -

 

ଅକ୍ଟୋବରରେ ହେବ ଅତ୍ୟନ୍ତ ଶୁଭ ରାଜଯୋଗ : ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ସଫଳତା..

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories