www.samajalive.in
Saturday, December 6, 2025
26.1 C
Bhubaneswar

ଅବଦୋଲରହିମ୍ ମୁସାଭି ଇରାନର ନୂଆ ସାମରିକ ମୁଖ୍ୟ ନିଯୁକ୍ତ

ଡେସ୍କ: ତେହେରାନ ଉପରେ ଇସ୍ରାଏଲର ବିମାନ ଆକ୍ରମଣରେ ପ୍ରମୁଖ ସୁରକ୍ଷା ଅଧିକାରୀଙ୍କ ମୃତ୍ୟୁ ପରେ ଇରାନର ସର୍ବୋଚ୍ଚ ନେତା ଅଲି ଖାମେନି ଆଜି ନୂତନ ସାମରିକ କମାଣ୍ଡର ନିଯୁକ୍ତ କରିଛନ୍ତି। ଖାମେନି ସଶସ୍ତ୍ର ବାହିନୀର ନୂତନ ଚିଫ୍ ଅଫ୍ ଷ୍ଟାଫ୍ ଭାବରେ ଅବଦୋଲରହିମ୍ ମୁସାଭି, ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପ୍ସର ନୂତନ କମାଣ୍ଡର ଭାବରେ ମହମ୍ମଦ ପାକ୍ପୌର ଏବଂ ଖତମ୍ ଅଲ୍-ଅନବିୟା କେନ୍ଦ୍ରୀୟ ମୁଖ୍ୟାଳୟର ନେତୃତ୍ୱ ନେବା ପାଇଁ ଅଲି ସାଦମାନିଙ୍କୁ ନାମିତ କରିଛନ୍ତି। ଏହାପୂର୍ବରୁ, ଇସ୍ରାଏଲ ପ୍ରତିରକ୍ଷା ବାହିନୀ ରାତାରାତି ହୋଇଥିବା ବିମାନ ଆକ୍ରମଣରେ ଇରାନର ତିନି ଜଣ ଶୀର୍ଷ ସାମରିକ ନେତାଙ୍କୁ ହତ୍ୟା କରିଥିବା ଜଣାପଡିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories