www.samajalive.in
Monday, December 15, 2025
26.1 C
Bhubaneswar

ଦିଲ୍ଲୀ ଏୟାରଲିଫ୍ଟ ହୋଇପାରନ୍ତି ଅଭିଜିତ ମଜୁମଦାର, ଏମ୍‌ସ ଯାଇ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ସ୍ଵାସ୍ଥ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଏୟାରଲିଫ୍ଟ ହୋଇପାରନ୍ତି ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାର। ଭୁବନେଶ୍ଵର ଏମ୍‌ସରୁ ତାଙ୍କୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇପାରେ। ଏ ସମ୍ପର୍କରେ ଭୁବନେଶ୍ଵର ଏମ୍‌ସ ପକ୍ଷରୁ ଦିଲ୍ଲୀ ଏମ୍‌ସ ସହିତ ଆଲୋଚନା ଜାରି ରହିଥିବା ସୂଚନା ମିଳିଛି। ଅନ୍ୟପଟେ ରବିବାର ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଭୁବନେଶ୍ଵର ଏମ୍‌ସକୁ ଯାଇ ଅଭିଜିତଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ମନ୍ତ୍ରୀ ଅଭିଜିତଙ୍କ ଚିକିତ୍ସା କରୁଥିବା ଡାକ୍ତରୀ ଟିମ ସହିତ ଆଲୋଚନା କରିଥିବା ଜଣାଯାଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories