www.samajalive.in
Monday, December 15, 2025
26.1 C
Bhubaneswar

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ ମଜୁମଦାର

ଭୁବନେଶ୍ୱର: ଭେଣ୍ଟିଲେଟରରୁ ବାହାରିଲେ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର। ଦୀନ ଦିନ ହେବ ସେ ଗୁରୁତର ହୋଇ ଏମ୍ସ ଭେଣ୍ଟିଲେଟରରେ ଥିଲେ। ଏବେ କିନ୍ତୁ ସେ ଧିରେ ଧିରେ ସୁସ୍ଥ ହେଉଛନ୍ତି। କିନ୍ତୁ ଅଭିଜିତଙ୍କ ମସ୍ତିସ୍କ ଏବେ ବି କାମ କରୁନି। ଏବେ ବି ସେ କୋମାରେ ରହିଛନ୍ତି । ଗତ ସେପ୍ଟେମ୍ବର ୪ତାରିଖରୁ ଭୁବନେଶ୍ୱର ଏମ୍ସରେ ସେ ଭର୍ତ୍ତି ହୋଇଛନ୍ତି । ବାରମ୍ବାର ସ୍ୱାସ୍ଥ୍ୟବସ୍ଥା ବିଗିଡିବା ପରେ ଅଭିଜିତ ଆଇସିୟ୍ୟୁରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ସେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories