www.samajalive.in
Monday, December 8, 2025
27.1 C
Bhubaneswar

ସଡକ ଦୁର୍ଘଟଣାରେ ମହିଳା ମୃତ

ଯାଜପୁର : ଯାଜପୁର ବୈଦ୍ୟରାଜପୁର କେନାଲ ବନ୍ଧ ନିକଟରେ ଟ୍ରାକ୍ଟର ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ବୈଦ୍ୟରାଜପୁର ଗ୍ରାମର ଗାୟତ୍ରୀ ସାହୁ। ସେ ତାଙ୍କ ୨ମାସର ଶିଶୁକୁ ମେଡିକାଲ ନେଇ ଯାଉଥିବା ସମୟରେ ଏକ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା । ଏହାପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା । ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରୁଛି ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories