www.samajalive.in
Sunday, December 14, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଗୋପାଳପୁର ବନ୍ଦରର ଏଜିଏମ୍ ଅପରେସନ ପ୍ରତାପ ରଥଙ୍କର ମୃତ୍ୟୁ।

ବ୍ରହ୍ମପୁର: ଚମଖଣ୍ଡି ଥାନା ଅନ୍ତର୍ଗତ କଣମଣା ଛକରେ ବୁଲେଟ ଦୁର୍ଘଟଣାଗ୍ରସ୍ତ ହେବାରୁ  ଗୋପାଳପୁର ବନ୍ଦରର ଏଜିଏମ୍ ଅପରେସନ ପ୍ରତାପ ରଥଙ୍କର ମୃତ୍ୟୁ  ହୋଇଛି। ଗୁରୁତର ଅବସ୍ଥାରେ ପ୍ରତାପ ରଥଙ୍କୁ ପ୍ରଥମେ ଚିକିତ୍ସାପାଇଁ ଛତ୍ରପୁର ଓ ପରେ ବ୍ରହ୍ମପୁର ଏମ୍ କେ ସି ଜି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର  ମୃତ ହୋଇଥିବା ସୂଚନା ମିଳିଛି । ମୃତ ପ୍ରତାପଙ୍କ ଘର ଛତ୍ରପୁରରେ। ପ୍ରତାପଙ୍କ ମୃତ୍ୟୁପରେ ସ୍ଥାନୀୟ ଅଞ୍ଚଳରେ ଶୋକ ଖେଳିଯାଇଛି ।

Hot this week

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

Related Articles

Popular Categories