www.samajalive.in
Saturday, December 13, 2025
26.1 C
Bhubaneswar

ଅନିଲ କୁମାର ଜୈନ କୋଇଲା ମନ୍ତ୍ରଣାଳୟର ନୂଆ ସଚିବ

ନୂଆଦିଲ୍ଲୀ :  ୧୯୮୬ ବ୍ୟାଚର ଆଇଏଏସ  ଅନୀଲ କୁମାର ଜୈନଙ୍କୁ କୋଇଲା ମନ୍ତ୍ରଣାଳୟର ନୂତନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି ଏହି ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଶ୍ରୀ ଜୈନ ବର୍ତମାନ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତନ ମନ୍ତ୍ରଣାଳୟର ସ୍ୱତନ୍ତ୍ର ସଚିବ ଅଛନ୍ତି।
୧୯୮୫ ବ୍ୟାଚର ଆଇଏଏସ ସୁମନ୍ତ ଚୌଧୁରୀଙ୍କ ସ୍ଥାନରେ ସେ କୋଇଲା ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories