mission shakti banner

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ମୃତ ଓ ୨ ଗୁରୁତର

BSKY banner  750×100
0

ରାୟଗଡା: ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ପିତାମହଲ ଛକ ନିକଟରେ ଟ୍ରକ୍ ଓ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ରାୟଗଡା ଜିଲା ମୁଖ୍ୟ ଚିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Leave A Reply