www.samajalive.in
Monday, December 8, 2025
24.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ, ୨ଆହତ

ଭୁବନେଶ୍ବର: ଖଣ୍ଡଗିରିର ଆଗ୍ନେୟ ଛକ ଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଡ୍ରାଇଭରର ମୃତ୍ୟୁ ହୋଇଯାଇଛି। ଦୁଇ ଜଣ ବ୍ୟକ୍ତି ଆହତ ହୋଇଥିବା ଜଣା ପଡିଛି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଭୁବନେଶ୍ବର କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ ଯେ, ବୁଧବାର ସକାଳେ ଏକ ଟ୍ରଲର ଡମ୍ପର ଗାଡିର ପଛ ପଟକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣେ ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories