ରାୟଗଡା: ଅଟୋ ଓ ଟ୍ୟାଙ୍କର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ଅଟୋଟି କିଛି ଯାତ୍ରୀଙ୍କୁ ନେଇ ଜେକେପୁରରୁ ରାୟଗଡ଼ା ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ୟାଙ୍କର୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା।
ସଡକ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର
Popular Categories



