www.samajalive.in
Sunday, December 7, 2025
23.1 C
Bhubaneswar

ଗଛରେ ପିଟି ହେଲା ଅଟୋ, ୮ ଆହତ

ଗଜପତି : ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚିକିସମେରା ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି। ଏଥିରେ ଆଠ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ତିନି ଜଣ ମହିଳା ଓ ଜଣେ ଶିଶୁ ଥିବା ଜଣା ପଡିଛି। ଆହତମାନଙ୍କୁ ମୋହନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣା ପଡିଛି।
ସୂଚନାଯୋଗ୍ୟ ଯେ, ଅଟୋଟି ସୋମବାର ସକାଳ ପ୍ରାୟ ୮ଟା ସମୟରେ ଚାନ୍ଦିପୁଟ ଠାରୁ ଯାତ୍ରୀମାନଙ୍କୁ ନେଇ ମୋହନା ଯାଉଥିଲା। ଏହି ସମୟରେ ଅଟୋଟି ଭାରସାମ୍ୟ ହରାଇ ଚିକିସମେରା ନିକଟରେ ଗଛରେ ପିଟି ହୋଇ ଯାଇଥିଲା।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories