www.samajalive.in
Monday, December 8, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ

ଚେନ୍ନାଇ: ତାମିଲନାଡୁର ରାଜଧାନୀ ଚେନ୍ନାଇର ତ୍ରିଚୀ ଏକ ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ମଧ୍ୟରେ ୩ ଜଣ ମହିଳା ଏବଂ ୨ ଜଣ ଶିଶୁ ରହିଥିବା ଜଣାପଡିଛି । ପୁଲିସ ସୂଚନା ଅନୁଯାୟୀ, ସମୟପୁର ଟୋଲ ପ୍ଲାଜା ନିକଟରେ ରବିବାର ସକାଳ ୫ଟାରେ ଡ୍ରାଇଭର ଗାଡି ଉପରୁ ନିୟନ୍ତ୍ରଣ ହରାଇ ଜାତୀୟ ରାଜପଥ ଉପରେ ଥୁଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲେ । ଗାଡିରେ ୧୨ ଜଣ ଲୋକ ରହିଥିଲେ । ଦୁର୍ଘଟଣା ପରେ ସ୍ଥାନୀୟଲୋକ ପୁଲିସ ଖବର ଦେବା ସହ ଦୁର୍ଘଟଣାଗ୍ରସ୍ତ ଗାଡିରୁ ଆହତଙ୍କୁ ଉଦ୍ଧାର କରି ତ୍ରିଚୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି ।

ସୂଚନାଯୋଗ୍ୟ, ୨୦୧୫ ମସିହା ଅକ୍ଟୋବର ୨୦ରେ ସେହି ସ୍ଥାନରେ ଏକ ସଡକ ଦୁର୍ଘଟଣା ଘଟିଥିଲା। ସେଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories