www.samajalive.in
Saturday, December 6, 2025
15.1 C
Bhubaneswar

ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ

ଢେଙ୍କାନାଳ : ଟ୍ରକ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ କଣ୍ଟାବଣିଆ ଥାନା ଅନ୍ତର୍ଗତ କଙ୍କାଳୋ ଗ୍ରାମର ମନୋରଞ୍ଜନ ବାରିକ (୨୫)। ବୁଧବାର ସକାଳ ୮ଟା ସମୟରେ ନିମବାହାଳି-ଗୁଳେହି ରାସ୍ତାର ବେରୁଆଁପାଳ ସ୍କୁଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ମନୋରଞ୍ଜନ ନିଜ ବାଇକ ଯୋଗେ ଯାଉଥିବା ବେଳେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଛି। ଗ୍ରାମବାସୀମାନେ କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories