www.samajalive.in
Saturday, December 6, 2025
16.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୧୦ ରୁ ଅଧିକ ଗୁରୁତର

ବୌଦ୍ଧ : ବୌଦ୍ଧ ଜିଲାର ରାଜପଥ ମାଦିଙ୍ଗ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି। ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକ ହେଲେ ଖଡ଼ିଆଲର ଶାରଦା ବଳ। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ମଧ୍ୟରୁ ୩ ଗୁରୁତରଙ୍କୁ ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୨ ଗୁରୁତର ଓ ଅନ୍ୟ ଆହତମାନଙ୍କୁ ବୌଦ୍ଧ ମେଡ଼ିକାଲରେ ଚିକିତ୍ସା କରାଯାଇଛି।
ସୂଚନା ଅନୁଯାୟୀ, ଯାତ୍ରୀବାହୀ ବସଟି ଭୁବନେଶ୍ୱରରୁ ନୂଆପଡ଼ା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ସିନାପାଲି ନିକଟରେ ଓଲଟି ପଡ଼ିଥିଲା। ବସରେ ୪୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories