www.samajalive.in
Monday, December 15, 2025
24.1 C
Bhubaneswar

ବସ୍-କାର ମୁହଁମୁହିଁ ଧକ୍କା ; ଜଣେ ମୃତ ଓ ୨୦ ଆହତ

ଅନୁଗୁଳ:  ଜରପଡା ଥାନା ଅନ୍ତର୍ଗତ ୫୫ ଜାତୀୟ ରାଜପଥ ତୁବେ ନିକଟରେ ଏକ କାର ଓ ବସ୍ ମୁହଁମୁହିଁ  ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ ରୁ ଅଧିକ ଆହତ ହୋଇଛନ୍ତି ।

ସୂଚନାଯୋଗ୍ର, ଆଜି ପୂର୍ବାହ୍ଣ ୧୦ଟା ବେଳେ ବୌଦ୍ଧରୁ ଅନୁଗୁଳ ଆସୁଥିବା ମହିମା ବାସ ଓ ଚବର୍ଲେଟ କାର ମୁହଁମୁହିଁ ଧକ୍କା ହୋଇଥିଲା ।  ଫଳରେ ଘଟଣାସ୍ଥଳରେ କାରର ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି । ସେପଟେ ବସ ରେ ୫୦ ରୁ ୭୦ ଜଣ ଯାତ୍ରୀ ଥିବା ବେଳେ ୩୦ ରୁ ଅଧିକ ଆହତ ହୋଇଛନ୍ତି । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ମୃତାହତମାନଙ୍କୁ ଉଦ୍ଧାର କରିଛି । ସମସ୍ତ ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ସେମାନଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇଛି ।

- Advertisement -

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories