www.samajalive.in
Saturday, December 6, 2025
15.1 C
Bhubaneswar

ହାଇୱା ଧକ୍କାରେ ଶ୍ରମିକ ମୃତ

ବାଲେଶ୍ବର : ଖଇରା ବ୍ଲକ ନିକଟରେ ହାଇୱା ଚଢିଯିବାରୁ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କର ପରିଚୟ ମିଳିପାରି ନାହିଁ। ସୂଚନାଯୋଗ୍ୟ ଯେ, ଶାଳନ୍ଦୀ କେନାଲ ଡିଭିଜନ ନିକଟରେ କାମ ଚାଲିଥିଲା। ସେହି କାମରେ ଶ୍ରମିକ ଜଣକ ନିୟୋଜିତ ହୋଇଥିଲେ। ତେବେ ସୋମବାର ଦିନ ଏକ ବାଲି ବୋଝେଇ ହାଇୱା ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା। ଘଟଣାସ୍ଥଳରେ ଶ୍ରମିକଙ୍କର ମୃତ୍ୟୁ ହୋଇଯାଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories