www.samajalive.in
Wednesday, December 10, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲା ପାଇକ ତିଗିରିଆ ସ୍ଥିତ ଆରଆଇ ଅଫିସ ନିକଟରେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ ଓଲଟି ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଭ୍ୟାନରେ ଥିବା ଦୁଇଟି ଗୋରୁଙ୍କର ମଧ୍ୟ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ପିକଅପ ଭ୍ୟାନରେ ଗୋରୁ ଚାଲାଣ ହେଉଥିବା ସନ୍ଦେହ କରି ଲୋକେ ଏହାକୁ ପିଛା କରିଥିଲେ। ଭୟରେ ଗାଡ଼ି ଚାଳକ ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଏହି ଦୁର୍ଘଟଣା ଘଟିଥିଲା।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories