www.samajalive.in
Tuesday, December 9, 2025
16.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ , ଜଣେ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳର ଗଁଦିଆ ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ହାଇୱା ବାଇକକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ମୃତକ ଜଣକ ଏପିଆର ଜଣେ କନଷ୍ଟେବଲ ବୋଲି ଜଣାପଡ଼ିଛି। ଦୁର୍ଘଟଣାରେ ଗୁରୁତର ହୋଇଥିବା ଯୁବକଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories