www.samajalive.in
Saturday, December 6, 2025
19.1 C
Bhubaneswar

ବସ ଓଲଟି ୧୦ ଆହାତ

ବାଲେଶ୍ୱର : ଖରାସାହାପୁର ବଗଡ଼ା ରାସ୍ତାରେ ଅଳଦା ସେବାଶ୍ରମ ନିକଟରେ ଏକ ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ସକାଳ ସମୟରେ ଭାରସାମ୍ୟ ହରାଇ ବସ ଓଲଟିପଡ଼ିବାରୁ ୧୦ ଆହାତ ହୋଇଥିବା ଜଣାପଡ଼ିଛି। ବସଟି ବରଜଦେଉଳିରୁ ବାଲେଶ୍ୱର ଯାଉଥିଲା ବୋଲି ସୂଚନା ମିଳିଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories