www.samajalive.in
Monday, December 15, 2025
24.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ ଧକ୍କା; ୨ ମୃତ

ସାନଖେମୁଣ୍ଡି: ପାଟପୁର ଥାନା ଅନ୍ତର୍ଗତ ପାଲ୍ଲୀ ପଦନାଭପୁର ଛକଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଏତିରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାସ୍ଥଳରେ ଜଣେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଶେରଗଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories