www.samajalive.in
Saturday, December 6, 2025
26.1 C
Bhubaneswar

୧୦୮ ଆମ୍ବୁଲାନ୍ସ ଗାଡି ଦୁର୍ଘଟଣା ଗ୍ରସ୍ତ

ଦ୍ୱାରସୁଣି : କୁଳିଅଣା ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥ କୁଚେଇ ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବୁଧବାର ସକାଳେ ଆମ୍ବୁଲାନ୍ସଟି ଝାରପୋଖରୀଆରୁ ବାରିପଦା ବଡ଼ ମେଡିକାଲକୁ ଜଣେ ରୋଗୀଙ୍କୁ ନେଇ ଯାଇଥିଲା। ରୋଗୀଙ୍କୁ ମେଡିକାଲରେ ଛାଡି ଫେରୁଥିବା ବେ​‌ଳେ ରାସ୍ତାରେ ଏକ ଟ୍ରକ ପଳାଇ ଆସିଲା। ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିଥିଲା। ଫଳରେ ସେଥିରେ ଥିବା ୩ଜଣ କର୍ମଚାରୀ ଆହତ ହୋଇଥିଲେ। ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି।

 

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories