www.samajalive.in
Saturday, December 6, 2025
16.1 C
Bhubaneswar

ଅଟୋ ଓଲଟି ୭ ଗୁରୁତର

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ମଙ୍ଗଳପୁର ନିକଟରେ ଏକ ଅଟୋ ଓଲଟି ୭ ଜଣ ଆହତ ହେଇଛନ୍ତି । ଗୋଟିଏ  ଅଟୋରେ ୧୨ ଜଣ ଶ୍ରମିକ ବାଗୁଡି ପାହାଡ଼କୁ କାମ କରିବା ପାଇଁ  ଯାଉଥିବା ବେଳେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ସେମାନଙ୍କ ମଧ୍ୟରୁ ୭ ଜଣ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣାରେ ଅନ୍ୟ ୫ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ସୋର ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories