ବଣାଇ : ବଣାଇ ଉପଖଣ୍ଡ ତିକାୟାପଲୀ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର କଷଡ଼ାଠାରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରବିବାର ଏହି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କାଠ ବୋଝେଇ ଟ୍ରକ ହେଲପର ଟ୍ରକ ତଳେ ଚାପି ହୋଇଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
Popular Categories



