www.samajalive.in
Friday, December 12, 2025
27.1 C
Bhubaneswar

ଗଛରେ କାର ପିଟି ହୋଇ ୪ ଗୁରୁତର

କଟକ : କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ କେନ୍ଦୁପାଲିରେ ରବିବାର ସକାଳେ ଏକ କାର ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଆହତମାନେ ବଡ଼ଭୂଇଁରୁ କାର ଯୋଗେ ଯାଉଥିବା ସମୟରେ କେନ୍ଦୁପାଲି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କାରର ସମ୍ମୁଖଭାଗ ପୂରା ନଷ୍ଟ ହୋଇଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ନରସିଂହପୁର ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories