www.samajalive.in
Thursday, December 11, 2025
18.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୩୦ ଆହତ

ସମ୍ବଲପୁର: ବରଗଡ଼- ସମ୍ବଲପୁର ରାସ୍ତାର ଚକୁଳିଠାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରକକୁ ବସ ଧକ୍କା ଦେବା ଫଳରେ ପ୍ରାୟ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ଆହତ ମାନଙ୍କୁ ବୁର୍ଲା ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। କିଛି ଯାତ୍ରୀଙ୍କୁ ପ୍ରାର୍ଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ବରଗଡ଼ରୁ ଏହି ଘରୋଇ ବସଟି ଫେରୁଥିବା ସମୟରେ ଏକ ଟ୍ରକକୁ ଧକ୍କା ଦେଇଥିଲା। ବସରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ। ଭାରସାମ୍ୟ ହରାଇ ବସଟି ଟ୍ରକକୁ ଧକ୍କା ଦେଇଥିବା ଜଣାପଡ଼ିଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories