www.samajalive.in
Monday, December 8, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ଯୁବକ ମୃତ

ବାଲେଶ୍ବର : ବାଲେଶ୍ବର ଜିଲା ଚାନ୍ଦିପୁର ଛକ ନିକଟରେ ସଡକ ଦୁର୍ଘଟଣା ଜଣେ ଯୁବକ ମୃତ୍ୟୁ ଘଟିଛି । ଯୁବକ ଜଣଙ୍କ ବାଇକରେ ନିଜ ମା’ଙ୍କୁ ବସାଇ ନେଇ ଯାଉଥିବା ବେଳେ ଛକ ନିକଟରେ ଥିବା ଏକ ମୋଡରେ ବାଉଁଶ ବୋଝେଇ ଯନ୍ତ୍ରଚାଳିତ ଟଲିରେ ପିଟି ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଯୁବକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ବୋଲ ଜଣାପଡିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories