www.samajalive.in
Tuesday, December 9, 2025
17.1 C
Bhubaneswar

ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା, ୨ମୃତ

ଭୁବନେଶ୍ବର : ସଡକ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଏହି ଦୁର୍ଘଟଣା ଘଟିଛି। ପୋଖରୀପୁଟ ଓ ଫାୟାର ଷ୍ଟେସନ ଛକ​‌ରେ ଦୁର୍ଘଟଣା ଘଟିଛି। ଦୁଇଟି ଦୁର୍ଘଟଣାରେ ବାଇକ ଆରୋହୀଙ୍କୁ ଟ୍ରକ ଧକ୍କା ଦେବା ଫଳରେ ସେମାନଙ୍କ ମୃତ୍ୟୁ ହୋଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories