ବାଲେଶ୍ବର : ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଗ୍ୟାସ ବୋଝେଇ ଟ୍ରକ୍ ସହ ଏକ କାର ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ କାରରେ ଥିବା ଜଣେ ବ୍ୟାଙ୍କ ମାନେଜର ଅମିତ କୁମାର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!