www.samajalive.in
Friday, December 12, 2025
23.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର

ବାଲେଶ୍ୱର : ରସାଲପୁର ନଦୀଗାଁ ରାସ୍ତାରେ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ରସାଲପୁର ନଦୀ ଗାଁରେ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ ହୋଇଛି। ଏଥିରେ ଜଣେ ଗୁରୁତର ମଧ୍ୟ ହୋଇଛନ୍ତି। ମୃତ ମହିଳା ଜଣକ ମା’ ଓ ଗୁରୁତର ହୋଇଥିବ ଜଣକ ତାଙ୍କ ପୁଅ ବୋଲି ଜଣାପଡ଼ିଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories