www.samajalive.in
Saturday, December 6, 2025
23.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ

ଜଗତସିଂହପୁର : କଟକ-ପାରାଦୀପ ରାସ୍ତାର ହୁକୁଟୋଲା ନିକଟରେ ସଡକ ଦୁର୍ଘଟଣା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ୩ଜଣ ବ୍ୟକ୍ତି ଏକ ବାଇକରେ ଯାଉଥିବା ବେଳେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଥିଲେ। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories