www.samajalive.in
Saturday, December 6, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ସମେତ ଦୁଇ ମୃତ

ବଲାଙ୍ଗୀର : ସୋନପୁର ଖାରି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାଷ୍ଟ୍ରପତି ବେହେରା ଓ ତାଙ୍କ ସହଯୋଗୀଙ୍କ ମୃତ୍ୟୁ ହୋଇଯାଇଛି।  ଏହି ଦୁର୍ଘଟଣାରେ ଅନ୍ୟ ୩ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ ଯେ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ସହଯୋଗୀ କାର ଯୋଗେ କଣ୍ଟାବାଞ୍ଜିରୁ ଭୁବନେଶ୍ବର ଯାଉଥିଲେ। ସେହି ସମୟରେ ଏକ ଡମ୍ପର ତାଙ୍କ କାରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories