www.samajalive.in
Sunday, December 7, 2025
16.1 C
Bhubaneswar

ଟ୍ରକ ଧକ୍କାରେ ଜଣେ ମୃତ, ୨ ଗୁରୁତର

ଯାଜପୁର : ଯାଜପୁର ୫୩ ନମ୍ବର ଜାତୀୟ ରାଜପଥର ଖୋଶାଲିପୁର ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି । ଗୁରୁତରଙ୍କୁ ଚିକିତ୍ସା ପାଇଁ ବଡ଼ଚଣା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଯୋଗ୍ୟ, ବାଇକଟିକୁ ଟ୍ରକ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି । ବାଇକରେ ଯାଉଥିବା ୩ ଆରୋହୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories