ବଲାଙ୍ଗୀର : ବଲାଙ୍ଗୀରର ପୁଇଁତଳା ନିକଟରେ ବସ୍ ଓଲଟି ଜଣଙ୍କର ମୃତ୍ୟୁ ହୋଇଯାଇଛି। ବସ୍ଟି ଭୁବନେଶ୍ବରରୁ ବଲାଙ୍ଗୀର ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଯାଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଥିବା ଜଣାପଡିଛି।
Popular Categories



