ସଡ଼କ ଦୁର୍ଘଟଣାରେ ଜଣେ ମୃତ

ଖୋର୍ଦ୍ଧା : ଖୋର୍ଦ୍ଧାର ବାଣପୁରରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଏକ ଅଟୋ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି ଓ ଅନ୍ୟମାନେ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଖୋର୍ଦ୍ଧା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଯୋଗ୍ୟ, ବାଣପୁର ସହରର ମୁଖ୍ୟ ରାସ୍ତାରେ ଏକ ଅଟୋ ଦ୍ରୁତ ଗତିରେ ଗତି କରୁଥିବା ସମୟରେ ହଠାତ ଭାରସାମ୍ୟ ହରାଇ ଏକ କାନ୍ଥରେ ପିଟି ହୋଇଯାଇଥିଲା। ଫଳରେ ଏହି ଦୁର୍ଘଟଣା ଘଟିଛି।

kalyan agarbati

Comments are closed.