www.samajalive.in
Tuesday, December 9, 2025
15.1 C
Bhubaneswar

କାର ଧକ୍କାରେ ୨ ବାଇକ ଆରୋହୀ ଗୁରୁତର

ବାଲେଶ୍ୱର : ବାଲେଶ୍ୱର ଅନ୍ତର୍ଗତ ଜଳେଶ୍ୱରରେ ୬୦ ନମ୍ବର ଜାତୀୟ ରାଜପଥ ରୁପ୍‍ସାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ କାର ଧକ୍କାରେ ୨ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜିଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories