www.samajalive.in
Monday, December 8, 2025
27.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୨ ମୃତ , ୪ ଆହତ

ଢେଙ୍କାନାଳ : ଢେଙ୍କନାଳ ଜିଲାସ୍ଥିତ ଜରିପାଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଦମ୍ପତି ପ୍ରାଣ ହରାଇବା ସହ ୪ ଜଣ ଆହତ ମଧ୍ୟ ହୋଇଛନ୍ତି। ଜରିପାଲ ନିକଟରେ ଉଭୟ ପଟରୁ ଆସୁଥିବା ଦୁଇଟି କାର ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିଲା। ଆହତଙ୍କୁ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଉଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories