www.samajalive.in
Thursday, December 11, 2025
27.1 C
Bhubaneswar

ବାଲେଶ୍ବର : ଦୁର୍ଘଟଣାରେ ଜଣେ ମୃତ ୨ଗୁରୁତର

ବାଲେଶ୍ବର : ବାଲେଶ୍ବର ଜିଲ୍ଲା ଜଳେଶ୍ବରର ନନ୍ଦିକା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଡାଲା ଅଟୋକୁ ବସ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି । ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି । ଅଟୋରେ ଥିବା ୨ ଗୋରୁଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଯାହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories