www.samajalive.in
Tuesday, December 9, 2025
15.1 C
Bhubaneswar

ଓଲଟିଲା ତୀର୍ଥଯାତ୍ରୀ ବସ

ବାଲେଶ୍ୱର : ବାଲେଶ୍ୱର ଜିଲା ଅନ୍ତର୍ଗତ ସିମୁଳିଆ ଥାନା ନିକଟରେ ନୟନ ଜୁରୀରେ ବୁଧବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କର କିଛି କ୍ଷତି ହୋଇନଥିବା ଜଣାପଡ଼ିଛି। ଝାଡ଼ଖଣ୍ଡରୁ ପୁରୀ ଯାଉଥିବା ଏକ ତୀର୍ଥଯାତ୍ରୀଙ୍କର ବସ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ବସରେ ପ୍ରାୟ ୫୨ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ଼୍ରାଇଭର ଫେରାର ହୋଇଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories