www.samajalive.in
Saturday, December 6, 2025
15.1 C
Bhubaneswar

ଦୁଇଟି ବସ ମୁହାଁମୁହିଁ ଧକ୍କା , ୭ ଆହତ

ସମ୍ବଲପୁର : ସମ୍ବଲପୁର ମାନେଶ୍ୱର ହାଲପାଲ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବସ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟି ୭ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆହତ ୭ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଏକ ଘରୋଇ ବସ ସମ୍ବଲପୁରରୁ ଭବାନୀପାଲ୍ଲୀ ଯାଉଥିଲା। ସେହି ସମୟରେ ବସଟି ସାମ୍ନା ପଟୁ ଆସୁଥିବା ଏକ ବସକୁ ଧକ୍କା ଦେଇଥିଲା। ଫଳରେ ଏହି ଦୁର୍ଘଟଣା ଘଟିଛି। ପୁଲିସ ଦୁଇଟି ବସକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories