www.samajalive.in
Sunday, December 7, 2025
23.1 C
Bhubaneswar

ମାଛ ବୋଝେଇ ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ

ବାଲେଶ୍ୱର : ବାଲେଶ୍ୱର ଜିଲା ସିମୁଳିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ସମୁଦ୍ର ଢାବା ସମ୍ମୁଖରେ ଏକ ମାଛ ବୋଝେଇ ପିକଅପ ଭ୍ୟାନଟି ଭାରସାମ୍ୟ ହରାଇ ନୟନଜୋରୀକୁ ଓଲଟି ପଡ଼ିଛି। ଏଥିରେ ଭ୍ୟାନର ଚାଳକ ଓ ହେଲଫର ସାମାନ୍ୟ ଆହତ ହୋଇଛନ୍ତି। ସିମୁଳିଆ ପୁଲିସ ଖବର ପାଇ ମାଛ ଗାଡ଼ିରୁ ଦୁଇ ଜଣଙ୍କୁ ଉଦ୍ଧାର କରିବା ସହ ମାଛ ଗାଡ଼ିକୁ ନୟନଜୋରୀରୁ ଉଠାଇବା ବ୍ୟବସ୍ଥା ଜାରି ରଖିଛନ୍ତି। ପିକଅପ ଭ୍ୟାନଟି ଏରସମା ରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories