www.samajalive.in
Saturday, December 13, 2025
14.1 C
Bhubaneswar

ସ୍କର୍ପିଓକୁ ଧକ୍କା ଦେଲା ଟ୍ରକ୍ : ୮ ଆହତ

ବାଲେଶ୍ବର : ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ୬୦ ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ରାଜଧାନୀ ଢ଼ାବା ନିକଟରେ ଏକ ସ୍କର୍ପିଓକୁ ଗୋଟିଏ ଟ୍ରକ୍ ଧକ୍କା ଦେଇଛି। ଫଳରେ ସ୍କର୍ପିଓରେ ଥିବା ଚାଳକଙ୍କ ସମେତ ୮ ଜଣ ରୂପସା ଝୋଟକାରଖାନାର ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଟ୍ରକଟି ପଛପଟୁ ଆସି ସ୍କର୍ପିଓକୁ ଧକ୍କା ଦେଇଥିଲା। ଏହାପରେ ସେହି ସ୍ଥାନରୁ ପଳାଇଯାଇଥିଲା।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories