ବ୍ରଜରାଜନଗର: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ଏମ୍ସିଏଲ୍ର ଲାଜକୁରା ଖଣିରେ ଜଳନ୍ତା କୋଇଲା ପଡ଼ି ଦୁଇ ଜଣ ଠିକା ଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ସୁଶାନ୍ତ ମହାନନ୍ଦ ଓ ଶଙ୍କର ତନ୍ତି। ସେମାନଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ପଠାଯାଇଛି।

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!