www.samajalive.in
Sunday, December 7, 2025
14.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ରାୟଗଡ଼ା : ରାୟଗଡ଼ା ଜିଲା ଚାନ୍ଦିଲି ଅଞ୍ଚଳରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ଭ୍ୟାନ ଜଣେ ସାଇକେଲ ଆରେହୀଙ୍କୁ ଧକ୍କା ଦେବା ଫଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଚାନ୍ଦିଲି ଅଞ୍ଚଳରେ ସାଇକେଲ ଆରୋହୀ ଜଣଙ୍କ ଯାଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଭ୍ୟାନଟି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ରାସ୍ତା କଡ଼କୁ ଛିଟିକି ପଡ଼ି ତାଙ୍କର ମୃତ୍ୟୁ ହୋଇଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିବା ଜଣାପଡ଼ିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories