www.samajalive.in
Monday, December 8, 2025
17.1 C
Bhubaneswar

ଦ୍ୱାରଶୁଣି ଘାଟିରେ ଟ୍ରକ ଦୁର୍ଘଟଣା, ଚାଳକ ଗୁରୁତର

ଦ୍ୱାରଶୁଣି : ମୟୁରଭଞ୍ଜ ଜିଲ୍ଲା  ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ଏକ ଟ୍ରକ ଦୁର୍ଟଘଣାରେ ଟ୍ରକ ଚାଳକ ଗୁରୁତର ଆହତ ହୋଇଛନ୍ତି।  ଏକ ଲୁହା ପାଇପ ଵୋଝେଇ ଟ୍ରକ ଘାଟି ଓହ୍ଳାଉ ଥିବା ସମୟରେ ଭାରସାମ୍ୟ ହରାଇ ଶେଷ ବୁଲାଣି ନିକଟରେ ପାହାଡ଼ ପଥରରେ ବାଡେଇ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଫଳରେ ଟ୍ରକ ଚାଳକ ଗାଡି ମଧ୍ୟରେ ଚାପି ହୋଇ ରହିଥିଲେ । ଖବର ପାଇ ବାଙ୍ଗିରିପୋଷି ପୁଲିସ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଦୀର୍ଘ ସମୟ ପ୍ରଚେଷ୍ଟା ପରେ ଚାଳକକୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଛନ୍ତି। ତେବେ ତାଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆରଏମ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories